Day : April 30, 2023

ଆସନ୍ତା ୫ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସମ୍ଭାବନା

Editor
ସମୃଦ୍ଧି ବ୍ୟୁରୋ : ଆସନ୍ତା ୫ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ସମ୍ଭାବନା । ଆଜି ପାଇଁ ୧୨ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର ।
WhatsApp chat