June 4, 2023

ସ୍ନାନବେଦୀ ରେ ବିଜେକଲେ ଲୀଳାମୟ -କୋଟପାଡ଼ ଶ୍ରୀମନ୍ଦିରରେ ଶ୍ରଦ୍ଧାଳୁ ଙ୍କ ଭିଡ଼

କୋଟପାଡ଼ :ରତ୍ନବେଦୀ ଛାଡି ସ୍ନାନବେଦୀକୁ ଓହ୍ଲାଇ ଆସିଲେ ଚତୁର୍ଦ୍ଧାମୁରତି। ବର୍ଷକରେ ଥରେ ପ୍ରତ୍ୟେକ୍ଷ ସ୍ନାନଯାତ୍ରା ଦେଖିବାକୁ ଅପେକ୍ଷା କରିଥିଲେ ଶ୍ରଦ୍ଧାଳୁ। ସୁବାସିତ ଜଳରେ ସ୍ନାନ କଲେ ଶ୍ରୀବିଗ୍ରହ। ଆଜି ପବିତ୍ର ସ୍ନାନ ପୂର୍ଣ୍ଣିମା ତିଥିରେ
Read more