September 15, 2023

ବିଶ୍ୱକର୍ମା ପୂଜା ଅବସରରେ ୧୭ ସେପ୍ଟେମ୍ବର, ୨୦୨୩ ରେ ପାରମ୍ପରିକ କାରିଗର ଏବଂ ଶିଳ୍ପୀ ମାନଙ୍କ ପାଇଁ ‘ପିଏମ୍ ବିଶ୍ୱକର୍ମା’ ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ

ବିଶ୍ୱକର୍ମା ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର ୧୭, ୨୦୨୩ ପୂର୍ବାହ୍ନ ପ୍ରାୟ ୧୧ଟାରେ ନୂଆଦିଲ୍ଲୀର ଦ୍ୱାରକାସ୍ଥିତ ଇଣ୍ଡିଆ ଇଣ୍ଟରନ୍ୟାସନାଲ କନଭେନ୍ସନ୍ ଆଣ୍ଡ ଏକ୍ସପୋ ସେଣ୍ଟରରେ “ପିଏମ୍ ବିଶ୍ୱକର୍ମା” ନାମକ ଏକ
Read more