October 2023

OSSSC : ୨୭୧୨ଟି ପଦ ପାଇଁ ଜାରି ହେଲା ବିଜ୍ଞପ୍ତି, ୨୬ରୁ ଆବେଦନ ଆରମ୍ଭ

ସରକାରୀ ଚାକିରି ଖୋଜୁଥିବା ରାଜ୍ୟର ସମସ୍ତ ଆଶାୟୀଙ୍କ ପାଇଁ ଆସିଛି ଏକ ଖୁସି ଖବର । ଓଡ଼ିଶା ସବ-ଅର୍ଡିନେଟ ଷ୍ଟାଫ ସିଲେକ୍ସନ କମିଶନ (ଓଏସଏସଏସସି) ପକ୍ଷରୁ ଆସିଛି ଏକ ବଡ଼ ସୁଯୋଗ ନିଯୁକ୍ତି ।
Read more